ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡ଼ାରେ!

ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡ଼ାରେ!

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କେନ୍ଦ୍ରାପଡ଼ା କଲେଜ ପଡ଼ିଆରେ ପହଞ୍ଚତ୍ବା ପରେ ମୁଖ୍ୟମନ୍ତ୍ରୀ ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହେବେ। ଏହା ପରେ ସର୍କିଟ୍‌ ହାଉସ୍‌ରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ।