ଭୁବନେଶ୍ୱର ଫେରିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର ଫେରିଲେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ । ପହଁଞ୍ଚିବା ପରେ ବିମାନବନ୍ଦର ପରିସରରେ ଗୁରୁତ୍ୱପୂର୍ଣ୍ଣ ବୈଠକ ।ଛାତ୍ରୀଙ୍କୁ ବଞ୍ଚାଇବାକୁ ସମସ୍ତ ପ୍ରୟାସ ଚାଲିଛି । ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ସୂର୍ଯ୍ୟବଂଶୀ ସୂରଜଙ୍କ ସହ ଆଲୋଚନା ଚାଲିଛି । ଉପମୁଖ୍ୟମନ୍ତ୍ରୀ
କେଭିସିଂହ ଦେଓ ଓ ସ୍ୱାସ୍ଥ୍ରମନ୍ତ୍ରୀଙ୍କ ଉପସ୍ଥିତିରେ ଚାଲିଛି ଆଲୋଚନା