୪ ପ୍ରସ୍ତାବ ଉପରେ ବାଜିଲା ମୁଖ୍ୟମନ୍ତ୍ରୀଙ୍କ ମୋହର
ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟ ବୈଠକରେ ୪ଟି ପ୍ରସ୍ତାବ ଉପରେ ମୋହର। ୩ଟି ବିଭାଗର ୪ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବୈଠକ ବସିଥିଲା ।