ଆସନ୍ତାକାଲି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ଆସନ୍ତାକାଲି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆସନ୍ତାକାଲି ଅର୍ଥାତ୍‌ ବୁଧବାର ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ମଧ୍ୟ ରହିବେ। ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଯାଇ ନିବେଶକ ସମ୍ମିଳନୀରେ ଯୋଗଦେବେ। ରାଜ୍ୟକୁ ନିବେଶ ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନିବେଶକଙ୍କ ଆଲୋଚନା କରିବେ।