୨୪ ଘଣ୍ଟାରେ କେରଳ ଛୁଇଁବ ମୌସୁମୀ

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେରଳ ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ। ମୌସୁମୀ କେରଳ ଛୁଇଁବା ପାଇଁ ପାଗ ଏବେ ଅନୁକୂଳ ରହିଛି। ୧୬ ବର୍ଷ ପରେ ଏଥର ମୌସୁମୀ ସଅଳ କେରଳ ଛୁଇଁବ। ୨୦୦୯ ମେ’୨୩ରେ କେରଳ ଛୁଇଁଥିଲା ମୌସୁମୀ। ଚଳିତବର୍ଷ ମଧ୍ୟ ମୌସୁମୀ ସଅଳ ଆସୁଛି। ମୌସୁମୀ କେରଳ ଛୁଇଁବା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ।