ସ୍ୱାସ୍ଥ୍ୟ ଓ ସମୃଦ୍ଧି କାମନା କଲେ ମୋଦି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆଁଖାଇ ପର୍ବ ଉପଲକ୍ଷେ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜ୍ଞାପନ କରିଛନ୍ତି । ଦେଶର ଭରଣପୋଷଣ ଓ ପ୍ରଗତିର ଆଧାର ଚାଷୀମାନଙ୍କର କଠିନ ପରିଶ୍ରମକୁ ସ୍ୱୀକାର କରି ନୂଆଁଖାଇ ପର୍ବ ଉପଲକ୍ଷେ ପ୍ରଦର୍ଶନ କରାଯାଉଥିବା କୃତଜ୍ଞତା ଏବଂ ଏକତାର ଭାବନା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି । ଗୋଟିଏ ଏକ୍ସ ପୋଷ୍ଟରେ ସେ ଲେଖିଛନ୍ତି: ସମସ୍ତଙ୍କୁ ନୂଆଁଖାଇର ହାର୍ଦ୍ଦିକ ଶୁଭକାମନା । ଏହି ଲୋକପ୍ରିୟ ପର୍ବ କୃଷକମାନଙ୍କ ପ୍ରତି ଆମର ଗଭୀର ଦ୍ଭ ୭ ପୃଷ୍ଠାରେ...