ପ୍ରଧାନମନ୍ତ୍ରୀ ମୋଦୀଙ୍କ ୭୫ତମ ଜନ୍ମଦିନ

ପ୍ରଧାନମନ୍ତ୍ରୀ ମୋଦୀଙ୍କ ୭୫ତମ ଜନ୍ମଦିନ

ପ୍ରଧାନମନ୍ତ୍ରୀଙ୍କ ୭୫ତମ ଜନ୍ମଦିନ । ଜନ୍ମଦିନ ଅବସରରେ ଓଡିଶାରେ ଲଗାଯିବ ୭୫ଲକ୍ଷ ଗଛ । ଦେଶବିଦେଶରୁ ପ୍ରଧାନମନ୍ତ୍ରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ । ମୋଦୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଡୋନାଲ୍ଡ ଟ୍ରମ୍ପ ।