କିଏ କେଉଁଠି ବିଜୟୀ?

କିଏ କେଉଁଠି ବିଜୟୀ?

ନିର୍ବାଚନ ଫଳାଫଳ ଘୋଷଣା କରି ନାହାନ୍ତି ନିର୍ବାଚନ କମିଶନ। କିନ୍ତୁ ବେସରକାରୀ ଭାବେ ରାଜ୍ୟର ଅନେକ ବିଧାନସଭା ଆସନର ଫଳାଫଳ ଜଣାପଡ଼ିଗଲାଣି। 

ରଣପୁର- ବିଜେପି ପ୍ରାର୍ଥୀ ସୁରମା ପାଢ଼ୀ ବିଜୟୀ

ଖଣ୍ଡପଡ଼ା- ବିଜେପି ପ୍ରାର୍ଥୀ ଦୁଷ୍ମନ୍ତ ସ୍ବାଇଁ ବିଜୟୀ

ଘସିପୁରା- ବିଜେଡି ପ୍ରାର୍ଥୀ ବଦ୍ରି ନାରାୟଣ ପାତ୍ର ବିଜୟୀ

ମାଲକାନଗିରି- ବିଜେପି ପ୍ରାର୍ଥୀ ନରସିଂହ ମାଡ଼କାମୀ ବିଜୟୀ

ବାଙ୍କୀ- ବିଜେଡି ପ୍ରାର୍ଥୀ ଦେବୀରଂଜନ ତ୍ରିପାଠୀ ବିଜୟୀ

ବରଗଡ଼- ବିଜେପିର ଅଶ୍ବିନୀ ଷଡ଼ଙ୍ଗୀ ବିଜୟୀ

ରାଉରକେଲା- ବିଜେଡି ପ୍ରାର୍ଥୀ ସାରଦା ନାୟକ ବିଜୟୀ

ଆନନ୍ଦପୁର- ବିଜେଡି ପ୍ରାର୍ଥୀ ଅଭିମନ୍ୟୁ ସେଠୀ ବିଜୟୀ

ବରୀ- ବିଜେଡି ପ୍ରାର୍ଥୀ ବିଶ୍ବରଂଜନ ମଲ୍ଲିକଙ୍କ ବିପୁଳ ବିଜୟ

ବିଂଝାରପୁର- ବିଜେଡି ପ୍ରାର୍ଥୀ ପ୍ରମିଳା ମଲ୍ଲିକ ବିଜୟୀ

ବୌଦ୍ଧ - ବିଜେପି ପ୍ରାର୍ଥୀ ସରୋଜ ପ୍ରଧାନ ବିଜୟୀ

ଫୁଲବାଣୀ- ବିଜେପିର ଉମାଚରଣ ମଲ୍ଲିକ ବିଜୟୀ

ଟିଟିଲାଗଡ଼- ବିଜେପି ପ୍ରାର୍ଥୀ ନବୀନ ଜୈନ ବିଜୟୀ

କୁଚିଣ୍ଡା- ବିଜେପି ପ୍ରାର୍ଥୀ ରବି ନାଏକ ବିଜୟୀ

ଚିଲିକା- ବିଜେପି ପ୍ରାର୍ଥୀ ପୃଥ୍ବୀରାଜ ହରିଚନ୍ଦନ ବିଜୟୀ

ଚିତ୍ରକୋଣ୍ଡା- ଚିତ୍ରକୋଣ୍ଡାରେ କଂଗ୍ରେସର ମଙ୍ଗୁ ଖିଲ ବିଜୟୀ

ଧର୍ମଗଡ଼- ବିଜେପିର ସୁଧିର ପାଟ୍ଟଯୋଶୀ ବିଜୟୀ

ଝାରସୁଗୁଡ଼ା- ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ବିଜୟୀ

କଣ୍ଟାମାଳ- ବିଜେପିର କହ୍ନେଇ ଚରଣ ଡାଙ୍ଗ ବିଜୟୀ

ଖଡ଼ିଆଳ- ବିଜେଡିର ଅଧିରାଜ ପାଣିଗ୍ରାହୀ ବିଜୟୀ

ରଘୁନାଥପାଲ୍ଲୀ- ବିଜେପି ପ୍ରାର୍ଥୀ ଦୁର୍ଗାଚରଣ ତନ୍ତୀ ବିଜୟୀ

ଡାବୁଗାଁ- ବିଜେଡିର ମନୋହର ରନ୍ଧାରୀ ବିଜୟୀ

କେନ୍ଦ୍ରାପଡ଼ା- ବିଜେଡି ପ୍ରାର୍ଥୀ ଗଣେଶ୍ବର ବେହେରା ବିଜୟୀ

ଖୋର୍ଦ୍ଧା- ବିଜେପି ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ ବିଜୟୀ