ବବିଙ୍କ ନାଁରେ ଥାନାରେ ଏତଲା
ବିଜେଡି ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ନାଁରେ ଆଜି ଭୁବନେଶ୍ୱରର କ୍ୟାପିଟାଲ ଥାନାରେ ଦିଆଯାଇଛି ଏତଲା। ପ୍ରଣବ ପ୍ରକାଶ ଦାସ ଅନୁମତି ନନେଇ ସରକାରୀ ବାସଭବନରେ ନିର୍ମାଣ କାର୍ଯ୍ୟ କରିଥିବା ଅଭିଯୋଗ କରି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ଆଇନଜୀବୀ ସତ୍ୟ ଶିବସୁନ୍ଦର ମହାନ୍ତି। ସ୍ୱତନ୍ତ୍ର କମିଟି ଗଢ଼ି ଏହାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ଅଭିଯୋଗପତ୍ରରେ ସେ ଦାବି କରିଛନ୍ତି।