ଜୁଲାଇ ୮ରେ ଖୋଲିବ ରତ୍ନଭଣ୍ଡାର 

ଜୁଲାଇ ୮ରେ ଖୋଲିବ ରତ୍ନଭଣ୍ଡାର 


ଆସିଲା ବଡ ଖବର  । ପୁରୀ ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଖୋଲିବାକୁ ନେଇ ରହିଥିବା ସସପେନ୍ସର ଅନ୍ତ ଘଟିଛି । ଜୁଲାଇ ୮ରେ ଖୋଲିବ ଶ୍ରୀମନ୍ଦିର ରତ୍ନ ଭଣ୍ଡାର । ଏନେଇ ସୂଚନା ଦେଇଛନ୍ତି ଏଏସଆଇ ସୁପରିଟେଣ୍ଡେଣ୍ଟ୍‌ ଡି.ବି. ନାୟକ । ରତ୍ନଭଣ୍ଡାର ବାହାର ପାଶ୍ୱର୍ କାନ୍ଥ ଲେଜର ସ୍କାନିଂ କରାଯାଇଛି । ଅନୁଧ୍ୟାନ ପରେ ରତ୍ନଭଣ୍ଡାରର ମରାମତି କରାଯିବ ।