କଟକ ରେଲୱେ ଷ୍ଟେସନରେ ଖସିପଡ଼ିଲା ନବୀକରଣ ହେଉଥିବା ଛାତ

କଟକ ରେଲୱେ ଷ୍ଟେସନରେ ଭୁଶୁଡ଼ିଲା ନିର୍ମାଣାଧୀନ ଛାତ ।   ପ୍ଲାଟଫର୍ମ ୧ରେ ଭୁଶୁଡ଼ି ପଡ଼ିଲା ନିର୍ମାଣାଧୀନ ଛାତ  ।   ଉପର ସେଡ୍‌ର କିଛି ଅଂଶ ମଧ୍ୟ ଟ୍ରାକ୍‌ ଉପରେ ପଡ଼ିଛି । ଶ୍ରମିକ ଓ ଯାତ୍ରୀଙ୍କର କ୍ଷତି ହୋଇଛି ନା ନାହିଁ ସ୍ପଷ୍ଟ ହୋଇପାରି ନାହିଁ ।   କିଛି ଟ୍ରେନ୍‌ର ଯାତାୟାତ ମଧ୍ୟ ବିଳମ୍ବିତ ହେଉଥିବା ସୂଚନା ।