ଆଗାମୀ ୨ ଦିନ ପର୍ଯ୍ୟନ୍ତ ବର୍ଷା

ଆଗାମୀ ୨ ଦିନ ପର୍ଯ୍ୟନ୍ତ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ତାତି ବଢ଼ିବା ବେଳେ ଝଡ଼ବର୍ଷା ସାମାନ୍ୟ ଆଶ୍ବସ୍ତି ଆଣିଦେଇଛା । ଆଗାମୀ ୨ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି। ଆସନ୍ତା ୨୫ ତାରିଖ ଯାଏଁ ବର୍ଷା ସହ ଝଡ଼ ପବନ ଲାଗି ରହିବ । ଟ୍ରପ ଲାଇନ ସକ୍ରିୟ ଥିବାରୁ ବର୍ଷା ହେଉଛି । ୨୪ ଘଣ୍ଟାରେ ରାଜ୍ୟର ଅଧାରୁ ଅଧିକ ଜଲାରେ ବର୍ଷା ସମ୍ଭାବନା ।