ରଥ ଉପରକୁ ମୋବାଇଲ ମନ।: ଆଇନ ମନ୍ତ୍ରୀ

ରଥ ଉପରକୁ ମୋବାଇଲ ମନ।: ଆଇନ ମନ୍ତ୍ରୀ

ସ୍ନାନପୂର୍ଣ୍ଣିମା ପାଇଁ ପୁରୀରେ ପ୍ରସ୍ତୁତି ଜେରଦାର ଚାଲିଛି । ଏହି ସମୟରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏକ ସୂଚନା ଦେଇଛନ୍ତି । କହିଛନ୍ତି ଯେ, “ରୀତିନୀତି ଦୃଷ୍ଟିରୁ ସବୁ ଠିକ ଅଛି । ଠିକ ସମୟରେ ସରିବ ପହଣ୍ଡିବିଜେ । ସମୟ ନିର୍ଘଣ୍ଟ ଅନୁଯାୟୀ ଶେଷ ହେବ । ରଥ ଉପରକୁ ମୋବାଇଲ ଯାଇପାରିବ ନାହିଁ” । ତେବେ ଅଣସେବାୟତ ରଥ ଉପରକୁ ଗଲେ ପୋଲିସକୁ ଦିଆଯିବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି ।