ଖୁବ୍‌ ଶୀଘ୍ର ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ

ଭୁବନେଶ୍ୱର :  ଖୁବ୍‌ ଶୀଘ୍ର ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବ। ଏ ନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ସମସ୍ତ ପ୍ରକ୍ରିୟା ଚାଲିଛି, ଆଶା ଖୁବ୍‌ଶୀଘ୍ର ଫଳ ପ୍ରକାଶ ପାଇବ।