ସରକାରୀ ସ୍କୁଲ, ସବୁ ଜିଲାପାଳଙ୍କୁ ନିର୍ଦ୍ଦେଶ ହେବ ଗେରୁଆ ରଙ୍ଗ

ସରକାରୀ ସ୍କୁଲ, ସବୁ ଜିଲାପାଳଙ୍କୁ ନିର୍ଦ୍ଦେଶ ହେବ ଗେରୁଆ ରଙ୍ଗ

ଭୁବନେଶ୍ୱର : ବଦଳିବ ସରକାରୀ ସ୍କୁଲର ରଙ୍ଗ। ସରକାରୀ କୋଠାର ରଙ୍ଗ ନୀଳରୁ ଗେରୁଆ ହେବ। ଗେରୁଆ ରଙ୍ଗର ହେବ ସରକାରୀ ସ୍କୁଲ। ସରକାରୀ ଓ ପ୍ରିଏମଶ୍ରୀ ସ୍କୁଲର ରଙ୍ଗ ବଦଳିବ। ଏନେଇ ଓସେପା ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶନାମା ଜାରି କରାଯାଇଛି।