ଶିମିଳିପାଳରେ ସାଙ୍ଗ ହୋଇ ବୁଲୁଛନ୍ତି ମହାବଳ ଓ କଳା ବାଘ
ଜଙ୍ଗଲରେ ସାଙ୍ଗ ହୋଇ ବୁଲୁଛନ୍ତି ମହାବଳ ଓ କଳା ବାଘ। ଶିମିଳିପାଳ ଅଭୟାରଣ୍ୟରେ ଏପରି ଦୃଶ୍ୟ ଦେଖିବାକୁ ମିଳିଛି। ବନ ବିଭାଗ କ୍ୟାମେରାରେ ଟ୍ରାପ୍ ହୋଇଛି ଏହି ବିରଳ ଦୃଶ୍ୟ। ସୋଶାଲ ମିଡିଆ ପ୍ଲାଟଫର୍ମ ‘X’ରେ ଏନେଇ ସୂଚନା ଦେଇଛନ୍ତି PCCF ସୁଶାନ୍ତ ନନ୍ଦ। ଏହା ସହ ୨ବାଘଙ୍କ ଫଟୋ ମଧ୍ୟ ସେୟାର କରିଛନ୍ତି।