ସ୍ନାନ ଯାତ୍ରା ପୂର୍ବରୁ ରତ୍ନ ଭଣ୍ଡାର ମରାମତି ସରିବା ନେଇ ପ୍ରୟାସ ଜାରି

 ସ୍ନାନ ପୂର୍ଣ୍ଣିମା ପୂର୍ବରୁ ରତ୍ନ ଭଣ୍ଡାର ମରାମତି ଚୁଡାନ୍ତ ସ୍ଥିତିକୁ ଆସିଲାଣି ।  ନିତିକାନ୍ତି ବ୍ୟାଘାତ ନ କରି ମରାମତି କାମ ଚାଲିଛି  ।   ଦିନରେ ଦେଢ଼ ଘଣ୍ଟାରୁ ଦୁଇ ଘଣ୍ଟା ମରାମତି କାମ ଚାଲିଛି ।  ରତ୍ନ ଭଣ୍ଡାରର ଯେତିକି ଡ୍ୟାମେଜ ହୋଇଥିଲା , ଯଦି ମରାମତି ହୋଇ ନ ଥାଆନ୍ତା, ମୋର ତ ଆଶଙ୍କା ହୁଏତ ଭିତର କେତେବେଳେ ଭୁଶୁଡ଼ି ପଡ଼ି ଥାଆନ୍ତା ।   ତେଣୁ ସେଭଳି ସ୍ଥିତିରେ ଥିବା ରତ୍ନ ଭଣ୍ଡାରକୁ ସମ୍ପୂର୍ଣ୍ଣରୂପେ ଶହେରୁ ଦୁଇ ଶହ ବର୍ଷ ଠିକ୍ ଢ଼ଙ୍ଗରେ ରହିଲା ପରି ମରାମତିର ଯେଉଁ ପ୍ରକ୍ରିୟା ରହିଛି  ।  ତାକୁ ନଜର ରଖି ଏଏସଆଇକୁ କୌଣସି ପ୍ରକାର ବ୍ୟସ୍ତ କରାଯାଉ ନାହିଁ  ।  ସେମାନେ ତାଙ୍କ ନିଜ ଟାଇମରେ କାମ କରୁଛନ୍ତି । ଯେହେତୁ ଏଏସଆଇକୁ ସମୟ କମ ଦିଆଯାଉଛି, ସେଇ ଦୃଷ୍ଟିରୁ ବିଳମ୍ବିତ ହେଉଛି ।  ସ୍ନାନ ଯାତ୍ରା ପୂର୍ବରୁ ଆ