ଅବୈଧ ଭଙ୍ଗାରୁଜା ପାଇଁ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ : ସୁପ୍ରିମକୋର୍ଟ
ଅବୈଧ ଭଙ୍ଗାରୁଜାକୁ ନେଇ ଉତ୍ତରପ୍ରଦେଶ ସରକାରଙ୍କୁ କଡ଼ା ଭତ୍ସନା କରିଛନ୍ତି ସୁପ୍ରିମକୋର୍ଟ। ଏଥିସହିତ ଅବୈଧ ଭଙ୍ଗାରୁଜା ଦ୍ୱାରା ପ୍ରଭାବିତ ହୋଇଥିବା ଲୋକମାନଙ୍କୁ ସର୍ବୋଚ୍ଚ ନ୍ୟାୟାଳୟ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ।