ତିରୁପତି ମନ୍ଦିର ଲଡୁ ବିବାଦ: ଯାଞ୍ଚ ପାଇଁ ଏସଆଇଟି ଗଠନ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ତିରୁପତି ମନ୍ଦିର ଲଡୁ ବିବାଦ: ଯାଞ୍ଚ ପାଇଁ ଏସଆଇଟି ଗଠନ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ : ତିରୁପତି ଲଡୁରେ ପଶୁ ଚର୍ବି ମିଶିଥିବା ମାମଲାରେ ଶୁକ୍ରବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା। ଜଷ୍ଟିସ ବିଆର ଗଭଇଙ୍କ ନେତୃତ୍ୱରେ ଏକ ବେଞ୍ଚ ଏହି ମାମଲାର ଶୁଣାଣି କରିଛି। ଏହି ମାମଲାର ଯାଞ୍ଚ ପାଇଁ ଏକ ନୂତନ ସ୍ବତନ୍ତ୍ର ଏସଆଇଟି ଗଠନ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।