ଡାଳିମ୍ବ ଚୋପା ଚା' କିପରି ପ୍ରସ୍ତୁତ କରିବେ?

ଡାଳିମ୍ବ ଚୋପା ଚା' କିପରି ପ୍ରସ୍ତୁତ କରିବେ?

ଚା' ତିଆରି କରିବା ପାଇଁ ଡାଳିମ୍ବ ଚୋପାକୁ ପରିସ୍କାର ପାଣିରେ ଧୋଇ ଦିଅନ୍ତୁ।

  • ଏହାପରେ ଚୋପାକୁ ଛୋଟ ଛୋଟ ଖଣ୍ଡ କରି କାଟିଦିଅନ୍ତୁ। 
  • ଏହି ଚୋପାକୁ ସୂର୍ଯ୍ୟକିରଣରେ ଶୁଖାନ୍ତୁ। 
  • ଚୋପା ଶୁଖିଗଲା ପରେ ସେଗୁଡିକୁ ଗ୍ରାଇଣ୍ଡିଂ କରି ପାଉଡର ତିଆରି କରନ୍ତୁ।
  • ଏହି ପାଉଡରକୁ ଏକ ବାକ୍ସରେ ରଖନ୍ତୁ।
  • ଚା' କରିବା ସମୟରେ ପାଣିରେ ଏହି ପାଉଡର ମିଶାନ୍ତୁ।
  • ଏଥିରେ ମହୁ ଏବଂ ଲେମ୍ବୁ ରସ ମଧ୍ୟ ମିଶାଇ ପାରିବେ।
  • ଚା' ଫୁଟିଗଲା ପରେ ଏହି ପାଣିକୁ ପିଅନ୍ତୁ।