ଉଚ୍ଚଶିକ୍ଷା ବିଭାଗର ଇନ୍ଷ୍ଟାଗ୍ରାମ ଆକାଉଣ୍ଟରେ ଅଶ୍ଲୀଳ ଭିଡିଓ ଭାଇରାଲ୍
ଭୁବନେଶ୍ବର: ଉଚ୍ଚଶିକ୍ଷା ବିଭାଗର ଇନଷ୍ଟାଗ୍ରାମ ଆକାଉଣ୍ଟ ହ୍ୟାକ୍ ହୋଇଯାଇଛି। ଫଳରେ ୪ ତାରିଖରୁ ଅଶ୍ଲୀଳ ଓ ବେଟିଙ୍ଗ ଭିଡ଼ିଓ ସବୁ ଅପଲୋଡ଼ ହୋଇଛି। ତେବେ କିଏ ହ୍ୟାକର ତାହା ଏବେ ଯାଏଁ ସ୍ପଷ୍ଟ ହୋଇନି। ସେନେଇ ତଦନ୍ତ ଚାଲିଛି।