ପ୍ରଚାର ମଇଦାନରେ ପାଣ୍ଡିଆନ

ପ୍ରଚାର ମଇଦାନରେ ପାଣ୍ଡିଆନ

ନୂଆପଡା

•    ତୃତୀୟ ଦିନରେ ପ୍ରଚାର ମଇଦାନରେ ପାଣ୍ଡିଆନ

•    ଖଡିଆଳ ରୋଡରୁ ନୂଆପଡା ୧୨ କିଲୋମିଟର, ବିରାଟ ରୋଡ ସୋ

•    ଆପଣଙ୍କ ଜୋସ୍‌, ବିଶାଳ ଉପସ୍ଥିତି ଦେଖି ବିରୋଧୀଙ୍କ ନିଦ ହଜୁଛି

•    ନା ଡବଲ, ନା ସିଙ୍ଗଲ, ଓଡିଶାରେ ସବୁବେଳେ ନବୀନ ବାବୁଙ୍କ ଇଞ୍ଜିନ ଚାଲିବ

•    ନବୀନ ଇଞ୍ଜିନ ସବୁଠାରୁ ମଜବୁତ


•    ଡବଲ ଇଞ୍ଜିନ ଯଦି ଏତେ ଭଲ, ତାହେଲେ ପଡୋଶୀ ଛତିଶଗଡରେ ବାରମ୍ବାର ଇଞ୍ଜିନ ବଦଳୁଛି କାହିଁକି ?

•     ଆପଣଙ୍କ MP  ୫ ବର୍ଷରେ କଣ କରିଛନ୍ତି ? ନୂଆପଡା-ଭବାନୀପାଟଣା ଦେଖିଲେ ଜଣାପଡୁଛି, ଆଜି ପର୍ଯ୍ୟନ୍ତ ସେହି ଦୁଇ ଲେନ୍‌, ରାସ୍ତା ଅବସ୍ଥା ବହୁତ ଖରାପ, ଅନେକ ପଞ୍ଚାୟତରେ ମୋବାଇଲ ନେଟ୍‌ୱାର୍କ ବି ନାହିଁ


•    ନବୀନ ବାବୁଙ୍କ ବିଜୁ ଏକ୍‌ସପ୍ରେସ ୱେ ଦେଖନ୍ତୁ, କେନ୍ଦ୍ର ସରକାରଙ୍କ NH ଦେଖନ୍ତୁ, ଫରକ ଜଣାପଡିବ
•    ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆମେ ଜିଲ୍ଲାଗସ୍ତରେ ଆସିଥିଲୁ, ମୁଖ୍ୟମନ୍ତ୍ରୀ ଆମକୁ ଆପଣଙ୍କ ଦରଖାସ୍ତ ଉପରେ କଣ କାମ ହୋଇଛି ହିସାବ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।  

•     ନୂଆପଡା ପାଇଁ ୧୩୧ କୋଟି ଟଙ୍କାର କାମ ହେଉଛି


•    କୋଭିଡ ସମୟରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ମୁଁ ନୂଆପଡା ଆସିଥିଲି, ହସ୍‌ପିଟାଲର ଉନ୍ନତି କଥା ବୁଝିକରି ଯାଇଥିଲି।

•    ନୂଆପଡାରେ ଯୋଗେଶ୍ବର ମନ୍ଦିର ପାଇଁ ୪ କୋଟି, ସୁନାଦେଇ ମନ୍ଦିର ପାଇଁ ୨.୬୦ କୋଟି

•    କୋନାବିରା ମେଗାଲିଫ୍ଟ ଜଳସେଚନ ପ୍ରକଳ୍ପ ପାଇଁ ୪୨ କୋଟି, ଆଉ ୫ଟି ମେଗା ଲିଫ୍ଟ ପାଇଁ ୧୩୨ କୋଟି


•    ଘାଟିପଡାରୁ ସିନାପାଲ୍ଲୀ ବିଜୁ ଏକ୍‌ସପ୍ରେସ ୱେ ୨୦୮ କୋଟି

•    ୧୦ ହଜାର ପିଲାଙ୍କ ପାଇଁ ୯୩ଟି ଟ୍ରାଇବାଲ ହଷ୍ଟେଲ  


•    ୩୧୦୦ ମିଶନ ଶକ୍ତି ଗ୍ରୁପକୁ ୧୩୦ କୋଟି ଟଙ୍କାର ବିନା ସୁଧରେ ଋଣ

•    ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ୮୪ ହଜାର ହିତାଧିକାରୀଙ୍କୁ ସାମିଲ


•    ୧୨ କୋଟି ଟଙ୍କା ବିନିଯୋଗରେ ନୂଆପଡା ଓ ଖଡିଆଳ ଠାରେ ବହୁମୁଖୀ ଇଣ୍ଡୋର ହଲ୍‌

•    ୪୨,୫୦୦ କେନ୍ଦୁପତ୍ର ହିତାଧିକାରୀଙ୍କୁ ୬.୩ କୋଟି ଟଙ୍କାର ସହାୟତା ପ୍ରଦାନ


•    ୩୬ଟି ଆମ ବ୍ୟାଙ୍କ କାର୍ଯ୍ୟକ୍ଷମ