ମହିଳା କମିଶନ ଅଧ୍ୟକ୍ଷା ହେଲେ ସୋଭନା ମହାନ୍ତି
ସୋଭନା ମହାନ୍ତି ହେଲେ ମହିଳା କମିଶନ ଅଧ୍ୟକ୍ଷା । ୩ବର୍ଷ ପାଇଁ ନିଯୁ୍କ୍ତି ଦେଲେ ରାଜ୍ୟ ସରକାର । ନିଯୁକ୍ତି ନେଇ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି । ମହିଳାଙ୍କୁ ନ୍ୟାୟ ପ୍ରଦାନ ପାଇଁ କାର୍ଯ୍ୟ କରିବି ବୋଲି କହିଲେ ସୋଭନା । ରାଜ୍ୟ ସରକାର ଏହାକୁ ପ୍ରାଥମିକତା ଦେଉଛନ୍ତି । ବାଲେଶ୍ୱର ଘଟଣାରେ କଠୋର ପଦକ୍ଷେପ ନେଇଛନ୍ତି । ଆଗକୁ ମଧ୍ୟ ମହିଳାଙ୍କୁ ନ୍ୟାୟ ପାଇଁ କଠୋର ପଦକ୍ଷେପ ନିଆଯିବ ।