ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପିତ
ନୂଆଦିଲ୍ଲୀ: ଶୁକ୍ରବାର ଲୋକସଭାରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପିତ ହୋଇଛି । ୨୦୨୪-୨୫ର ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପିତ ହୋଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏହି ସର୍ଭେ ରିପୋର୍ଟ ଉପସ୍ଥାପିତ କରିଛନ୍ତି । ଉପସ୍ଥାପିତ ରିପୋର୍ଟ ଅନୁଯାୟୀ ୨୦୨୬ ପାଇଁ ଜିଡିପି ଅଭିବୃଦ୍ଧି ୬.୩%ରୁ ୬.୮% ରହିବା ନେଇ ଆକଳନ କରାଯାଇଛି ।