ଆଜି ବନକ ଲାଗି : ୫ଘଣ୍ଟା ଦର୍ଶନ ବନ୍ଦ
ପୁରୀ: ଆସନ୍ତା ୨-୪-୨୦୨୫ ରିଖ ବୁଧବାର ଚୈତ୍ର ଶୁକ୍ଳ ପଞ୍ଚମୀ ତିଥିରେ ଶ୍ରୀ ବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ଅପରାହ୍ନ ୫ଘଟିକା ଠାରୁ ରାତ୍ର ୧୦ଘଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।