ଆଜି ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା

ଆଜି ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା

ଆଜି ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ଦୁଇଟି ସିଟିଂରେ ପରୀକ୍ଷା ହେବ । ରାଜ୍ୟର ୧୯୩ଟି କେନ୍ଦ୍ରରେ ପରୀକ୍ଷା ଦେବେ 75 ହଜାରରୁ ଅଧିକ ଶିକ୍ଷକ ଶିକ୍ଷୟିତ୍ରୀ । ତ୍ରୁଟି ଶୂନ୍ୟ ପରୀକ୍ଷା ପାଇଁ ବୋର୍ଡ ପକ୍ଷରୁ ସ୍ବତନ୍ତ୍ର ପ୍ରସ୍ତୁତି । ପରୀକ୍ଷା କେନ୍ଦ୍ରରେ ୨୪ ଘଣ୍ଟିଆ ପାୱାର ସପ୍ଲାଇ ପାଇଁ ବୋର୍ଡ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଦିଆଯାଇଛି । ତେବେ ପୂର୍ବରୁ, ଜୁଲାଇ ୨୦ରେ ଏହି ପରୀକ୍ଷା ହେବାର ଥିବା ବେଳେ ପ୍ରଶ୍ନପତ୍ର ଭାଇରାଲ ଯୋଗୁ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା ।