ଆପାର୍ଟମେଣ୍ଟ ପଞ୍ଜୀକରଣ ବିଜ୍ଞପ୍ତି ଉପରେ ରୋକ

ଆପାର୍ଟମେଣ୍ଟ ପଞ୍ଜୀକରଣ ବିଜ୍ଞପ୍ତି ଉପରେ ରୋକ

ଭୁବନେଶ୍ୱର: ଆପାର୍ଟମେଣ୍ଟ ପଞ୍ଜୀକରଣ ବିଜ୍ଞପ୍ତି ଉପରେ ରୋକ । ଆପାର୍ଟମେଣ୍ଟ ପଞ୍ଜୀକରଣ ସମ୍ପର୍କିତ ବିଜ୍ଞପ୍ତିରେ ଉପରେ ରହିତାଦେଶ ଜାରି କରାଯାଇଛି । ମାନ୍ୟବର ହାଇକୋର୍ଟ ଏହି ରହିତାଦେଶ ଜାରି କରିଛନ୍ତି । ଗୃହ ଓ ନଗର ଉନ୍ନୟନ ବିଭାଗ ଏନେଇ ପୂର୍ବରୁ ବିଜ୍ଞପ୍ତି ଜାରି କରିଥିବାବେଳେ ଆଜି ହାଇକୋର୍ଟ ଏହି ବିଜ୍ଞପ୍ତି ଉପରେ ରହିତାଦେଶ ଜାରି କରିଛନ୍ତି ।