ଆମ୍ବେଦକରଙ୍କ  ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

 ବାଲେଶ୍ୱର :  ସମ୍ବିଧାନ ନିର୍ମାତା ଏବଂ ସାମାଜିକ ନ୍ୟାୟର ପ୍ରତିଷ୍ଠାତା ଭାରତରନô ବାବାସାହେବ ଡକ୍ଟର ଭୀମରାଓ ଆମ୍ବେଦକରଙ୍କ ଜନ୍ମଜୟନ୍ତୀ ଅବସରରେ ରେମୁଣା ଗୋଲେଇ ସ୍ଥିତ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ଏହି ଅବସରରେ ସରକାରୀ ଉପମୁଖ୍ୟ ସଚେତକ ତଥା ବିଧାୟକ ରେମୁଣା ଗୋବିନ୍ଦ ଚନ୍ଦ୍ର ଦାସ, ଜିଲ୍ଲା ଭାଜପା ସଭାପତି ଈଶ୍ୱର ଚନ୍ଦ୍ର ବେହେରା ପ୍ରମୁଖ ଉପସ୍ଥିତ ରହି ତାଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।  ଅନ୍ୟ ମାନଙ୍କ ମଧ୍ୟରେ ରେମୁଣା ବିଧାୟକ ପ୍ରତିନିଧି କାର୍ତ୍ତିକ ଚନ୍ଦ୍ର ଗିରି, ସାଂସଦ ପ୍ରତିନିଧି ଉମାକାନ୍ତ ପଣ୍ଡା, ନାରୀ ନେତ୍ରୀ ଶୋଭନା ମହାନ୍ତି, ପୂର୍ବତନ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ ପଟ୍ଟନାୟକ, ଶ୍ରୀନିବାସ ପ୍ରଧାନ, ଶୋଭଙ୍କର ପ୍ରଧାନ, ମହେଶ୍ୱର ପ୍ରଧାନ, ଗିରିଧାରୀ ଦାସ, ନାରାୟଣ ମହନ୍ତ, ମଣ୍ଡଳ ସଭାପତି ପ୍ରଫୁଲ୍ଲ ଦ୍ୱିବେଦୀ,  ନିତୁନ କୁମାର ସାହା, ରବିତା ଦାସ, ଚନ୍ଦ୍ରକାନ୍ତି ପ୍ରଧାନ, କାଉନସିଲର ଶିବୁନ ରୟ, ମହେଶ୍ୱର ଗିରି ପ୍ରମୁଖ ଉପସ୍ଥିତ ରହିଥିଲେ ।