ଉତ୍କର୍ଷ ଓଡ଼ିଶା ସମ୍ମିଳନୀରେ ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ
ଶୀତଳ ଭଣ୍ଡାର ପାଇଁ ରାଜ୍ୟ ସରକାରଙ୍କ ନୂଆ ପଲିସି। ଉତ୍କର୍ଷ ଓଡିଶା ସମ୍ମିଳନୀରେ ଶୁଭାରମ୍ଭ କଲେ ଉପ-ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ। ଏହି ସମୟ ହିଁ ଉପଯୁକ୍ତ ସମୟ ଓଡିଶାରେ ନିବେଶ କରିବା ପାଇଁ । ଖାଦ୍ୟ ପ୍ରକ୍ରିୟା କରଣ ଶିଳ୍ପ ନୂଆ ବିଳ୍ପବ ଆଣିବାକୁ ବେଶ ସକ୍ଷମ। ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ଆମେ ଚାଷୀ ବା ଉଦ୍ୟୋଗୀ ମାନଙ୍କୁ ପ୍ରୋତ୍ସାହିତ କରାଯାଉଛି। ସ୍ମାର୍ଟ ଫାର୍ମିଂ ଏବଂ ଡିଜିଟାଲ ମାର୍କେଟିଂ ଦିଗରେ ମୋହନ ସରକାର କାର୍ୟ୍ୟ କରୁଛନ୍ତି । ଜୈବିକ ପ୍ରଣାଳୀରେ ଚାଷ ଆମ ସରକାରଙ୍କ ଫୋକସ। ଓଡ଼ିଶାର କୃଷି ଶିଳ୍ପ ଏବଂ ଖାଦ୍ୟ ପ୍ରକ୍ରିୟା କରଣ ଶିଳ୍ପରେ ପୁଞ୍ଜି ନିବେଶ କରିବାକୁ ଶିଳ୍ପପତିଙ୍କୁ ଆହ୍ବାନ।