ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର: ନିକଟରେଉପରାଷ୍ଟ୍ରପତି ଜଗଦୀପ ଧନଖଡ ଇସ୍ତଫା ଦେଇଛନ୍ତି । ଏହି ପରିପ୍ରେକ୍ଷୀରେ ଉପ ରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ପ୍ରକ୍ରିୟା ଆରମ୍ଭ କରିଛନ୍ତି ନିର୍ବାଚନ କମିଶନ । ଧାରା ୩୨୪ ଅନୁଯାୟୀ, ଭାରତର ଉପରାଷ୍ଟ୍ରପତି ପଦ ଲାଗି ନିର୍ବାଚନ ପରିଚାଳନା କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ ଅଧିକାର ପ୍ରାପ୍ତ ଅଟନ୍ତି । ଭାରତର ଉପରାଷ୍ଟ୍ରପତି ପଦ ପାଇଁ