କାଲି ଓଡ଼ିଶା ଆସିବେ ରାଷ୍ଟ୍ରୀୟ ସଂଗଠନ ମହାମନ୍ତ୍ରୀ ବିଏଲ୍‌ ସନ୍ତୋଷ

କାଲି ଓଡ଼ିଶା ଆସିବେ ରାଷ୍ଟ୍ରୀୟ ସଂଗଠନ ମହାମନ୍ତ୍ରୀ ବିଏଲ୍‌ ସନ୍ତୋଷ

ଭୁବନେଶ୍ୱର : ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଭାଜପା ରାଷ୍ଟ୍ରୀୟ ସଂଗଠନ ମହାମନ୍ତ୍ରୀ ବିଏଲ୍‌ ସନ୍ତୋଷ । ଜନଜାତି ବିଧାୟକ ଓ ସାଂସଦଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଯୋଗଦେବେ ବିଏଲ୍‌ ସନ୍ତୋଷ । ଏନେଇ ଭାଜପା ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ସୂଚନା ଦେଇଛନ୍ତି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ରାଷ୍ଟ୍ରୀୟ ସଂଗଠକ ଭି. ସତୀଶ ମଧ୍ୟ ଯୋଗ ଦେବେ ।