ଘର ହିଁ ବିଦ୍ୟାଳୟ କାର୍ଯ୍ୟକ୍ରମ 

 ଜଗତସିଂହପୁର : ଜଗତସିଂହପୁର ଠାରେ ଥିବା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଶିଶୁ ବାଟିକା ବିଭାଗର ଘର ହିଁ ବିଦ୍ୟାଳୟ ପ୍ରକଳ୍ପ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି  । ଏହି କାର୍ଯ୍ୟକ୍ରମରେ ପ୍ରଧାନ ଆଚାର୍ଯ୍ୟ ପ୍ରସନ୍ନ କୁମାର ଖୁଣ୍ଟିଆ, ଜିଲ୍ଲା ପ୍ରମୁଖ ରଶ୍ମି କାନ୍ତ ସାହୁ, ପରିଚାଳନା ସମିତିର ସମ୍ପାଦକ ନିରଞ୍ଜନ ବିଶ୍ୱାଳ, ସଭାପତି ଈଶ୍ୱର ନନ୍ଦ ପ୍ରମୁଖ ଯୋଗଦେଇଥିଲେ  । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଅବସରପ୍ରାପ୍ତ ଶିକ୍ଷାମଣ୍ଡଳ ଅଧିକାରୀ