ଜଗତପୁର ପଲିଥିନ ଫ୍ୟାକ୍ଟ୍ରିରେ ଭୟଙ୍କର ଅଗ୍ନିକାଣ୍ଡ
କଟକ : କଟକ ଜଗତପୁର ଗୁଜରପୁରରେ ଥିବା ପଲିଥିନ ଫ୍ୟାକ୍ଟ୍ରିରେ ଭୟଙ୍କର ଅଗ୍ନିକାଣ୍ଡ ହୋଇଛି । ଘଟଣାସ୍ଥଳରେ ଅଗ୍ନିଶମ ବିଭାରର ଟିମ ପୟଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ଦମ ଜାରୀ ରଖିଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବାବେଳେ, ଅଗ୍ନିକାଣ୍ଡରେ କାହାର କିଛି କ୍ଷତି ହୋଇନଥିବା ସୂଚନା ମିଳିଛି ।