ଝୁଲନ୍ତା ଅବସ୍ଥାରେ ମୃତ ଦେହ ଉଦ୍ଧାର

ଝୁଲନ୍ତା ଅବସ୍ଥାରେ ମୃତ ଦେହ ଉଦ୍ଧାର

ଦାନଗଦୀ : କଳିଙ୍ଗନଗର ଥାନା ଅନ୍ତର୍ଗତ ଚାନ୍ଦିଆ ପଂଚାୟତର ଅଙ୍କୁରା ଗ୍ରାମର ନାରାୟଣ ତିୟୁଙ୍କ ପୁଅ ସୁନା(୧୬)ଙ୍କ ଗତକାଲି ନିଖୋଜ ଥିଲେ । ପରିବାର ଓ ସମ୍ପର୍କୀୟଙ୍କୁ ପକ୍ଷରୁ ବହୁ ଖୋଜା ଖୋଜି କରିଥିଲେ କିନ୍ତୁ ମିଳିନଥିଲା । ବୁଧବାର ନିକଟସ୍ଥ ଜଙ୍ଗଲରୁ ଏକ ଗାମୁଛାରେ ଝୁଲନ୍ତା ଅବସ୍ଥାରେ ମୃତଦେହ ଦେଖି କଳିଙ୍ଗନଗର ଥାନାରେ ଅଭିଯୋଗ କରିଥିଲେ । ପୁଲିସ ଏକ ଅପମୃତ ମାମଲା ରୁଜ୍ଜୁ କରି ଶବକୁ ଉଦ୍ଧାର କରି ଦାନଗଦୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଶବକୁ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି ।