‘ଦ ସାବରମତୀ ରିପୋର୍ଟ’ ଦେଖିଲେ ମୋଦି
ଭୁବନେଶ୍ୱର,: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଏନଡିଏ ସଦସ୍ୟମାନଙ୍କ ସହସ ଂସଦରେ ‘ଦ ସାବରମତୀ ରିପୋର୍ଟ’ ଚଳଚ୍ଚିତ୍ର ଦେଖିଛନ୍ତି । ଏନେଇ ସେ ‘ଏକ୍ସରେ ଏକ ପୋଷ୍ଟ କରିଛନ୍ତି ।
ଏହି ପୋଷ୍ଟରେ ପ୍ରଧାନମନ୍ତ୍ରୀ ଲେଖିଛନ୍ତି ଯେ, ‘ଏନଡିଏ ସଦସ୍ୟମାନଙ୍କ ସହ ‘ଦ ସାବରମତୀ ରିପୋର୍ଟ’ର ସ୍କ୍ରିନିଂରେ ଯୋଗଦେଲି । ଚଳଚ୍ଚିତ୍ର ନିର୍ମାତା ମାନଙ୍କୁ ସେମାନଙ୍କ ପ୍ରଚେଷ୍ଟା ପାଇଁ ପ୍ରଶଂସା କରୁଛି’ ।