ପ୍ରକାଶ ପାଇଲା ବିଜେଡିର ଷ୍ଟାର ପ୍ରଚାରକ ତାଲିକା

ସେହିପରି ନୂଆପଡା ଏନ୍ଏସି ପାଇଁ ଅତନୁ ସବ୍ୟସାଚୀ ନାୟକ, ସାରଦା ପ୍ରସାଦ ନାୟକ, ଦେବେଶ ଆଚାର୍ଯ୍ୟ, ମନୋରମା ମହାନ୍ତି, ଦୀପାଳି ଦାସ, ଆୟୁବ ଖାନ, ରିତା ସାହୁ ଓ ସ୍ୱରୂପ ଦାସ ରହିଛନ୍ତି । ତା ସହିତ ପ୍ରଣବ ପ୍ରକାଶ ଦାସ, ପ୍ରତାପ ଦେବ, ଅଧୀରାଜ ପାଣିଗ୍ରାହୀ, ପୁଷ୍ପନ୍ଦ ସିଂହଦେଓ, ଯୋଗେଶ ସିଂହ, ରବି ନନ୍ଦ, ପ୍ରଦୀପ ମାଝୀ, ନୀଳକଣ୍ଠ ପ୍ରଧାନ, ବ୍ୟୋମକେଶ ରାୟ, ସୁଶାନ୍ତ କୁମାର ରାଉତ, ଶୁବାଶିଷ ଖୁଣ୍ଟିଆ, ଜଗନ୍ନାଥ ସାରକା, ସରୋଜ ମେହେର, ବିଶ୍ୱରଂଜନ ମଲ୍ଲିକ, ଅବିନାଶ ସାମଲ, ଈଶ୍ୱର ପାଣିଗ୍ରାହୀ, ରୋହିତ ଯୋଶେଫ୍ ତିର୍କି ଓ ଉମାକାନ୍ତ ସାମନ୍ତରାୟ କୋମନା ବ୍ଲକର ଦାୟିତ୍ୱରେ ରହିଛନ୍ତି । ଅନ୍ୟପଟେ ରଣେନ୍ଦ୍ର ପ୍ରତାପ ସିଂହ, ବିକ୍ରମ ପଣ୍ଡା, କଳିକେଶ ନାରାୟଣ ସିଂହଦେଓ, ପ୍ରଦ୍ୟୁମ୍ନ ତ୍ରିପାଠୀ, ସୈଭିକ ବିଶ୍ୱାଳ, ଗୈତମ ବୁଦ୍ଧ ଦାସ, ପ୍ରଶାନ୍ତ ମୁଦୁଲି ଓ ରୁଦ୍ର ପ୍ରସାଦ ମହାରଥୀ ଖରିଆର ରୋଡ ଦାୟିତ୍ୱ ଭାର ନେଇଛନ୍ତି ।