ବନ୍ଦ ହେବ ଡିଜେ!
ଡିଜେ ଗାଡି ପାଇଁ ରାଜ୍ୟ ପରିବହନ ପ୍ରାଧୀକରଣର କଟକଣା । ଗାଡିର ମୂଳ ଢାଞ୍ଚାରେ ପରିବର୍ତ୍ତନ ଓ ନିୟମ ଉଲ୍ଲଘଂନ କଲେ ହେବ ଆକ୍ସନ । ନିର୍ଦ୍ଧାରିତ ସୀମା ପାର ଓ ଆଲୋକ ବ୍ୟବସ୍ଥା ଉପରେ କଟକଣା । ସମସ୍ତ ଆରଟିଓଙ୍କୁ କାର୍ଯ୍ୟାନୁଷ୍ଠାନ ପାଇଁ ନିଦେ୍ର୍ଦଶ ଦେଲା ଏସଟିଏ । ଡିଜେ ଗାଡି ଜବତ ସହ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ନିଦେ୍ର୍ଦଶ ।