ବବିତା ପାତ୍ର ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷ


ବବିତା ପାତ୍ର ଶିଶୁ  ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷା ଭାବେ ନିଯୁକ୍ତ । ରାଜ୍ୟ ସରକାର ୩ ବର୍ଷ ପାଇଁ ନିଯୁକ୍ତି ଦେଲେ । ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି । ଏହାଛଡା ଶିଶୁ ସୁରକ୍ଷା ଆୟୋଗରେ ସ୍ଥାନ ପାଇଲେ ୬ ସଦସ୍ୟ । ସୁକେଶ ଓରାମ,କଳ୍ପନା ଲେଙ୍କା, ଚନ୍ଦନା ଦାସ ସଦସ୍ୟ ଭାବେ ନିଯୁକ୍ତ । କସ୍ତୁରୀ ମିଶ୍ର, ମନସ୍ମିତା ଖୁଣ୍ଟିଆ ଓ ସୁଜାତା ନାୟକ ସଦସ୍ୟ ଭାବେ ନିଯୁକ୍ତ ।