ବାଲେଶ୍ୱରରେ ବିଜେଡିର ବିକ୍ଷୋଭ


ବାଲେଶ୍ୱର ଏଫଏମ୍ କଲେଜ ଛାତ୍ରୀ ଆତ୍ମହୁତି ଉଦ୍ୟମ ଘଟଣା । ବାଲେଶ୍ୱରରେ ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ । କଲେଜର ମୁଖ୍ୟ ଫାଟକ ଆଗରେ ନାରାବାଜି ଓ ପ୍ରତିବାଦ । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ । ଏହାଛଡା ମୁଖ୍ୟମନ୍ତ୍ରୀ ଓ ଶିକ୍ଷା ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କରାଯାଇଛି ।