ବିଚ୍‌ ରାସ୍ତାରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ବିଚ୍‌ ରାସ୍ତାରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ଖୋର୍ଦ୍ଧା : ଜଟଣୀ ଥାନା ମୋ’ ଜଟଣୀ ଛକ ନିକଟରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ରାସ୍ତାରେ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ମାରିଛନ୍ତି ଦୁର୍ବୃତ୍ତ। ଉକ୍ତ ଯୁବକଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଛି । ଆହତ ଯୁବକ ଜଣକ ଜଟଣୀ ବାଛରାପାଟଣା ଅଞ୍ଚଳର ବୋଲି ଜଣାପଡ଼ିଛି। ପୋଲିସ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି।