ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ମନୋନୟନ ପତ୍ର ଆହ୍ୱାନ

 କଟକ : କଟକ ବିଜୁପଟ୍ଟନାୟକ କ୍ରୀଡ଼ା ପୁରସ୍କାର ୨୦୨୪ ନିମନ୍ତେ କ୍ରୀଡ଼ା କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା ବ୍ୟକ୍ତି ବିଶେଷ ବା ଅନୁଷ୍ଠାନଙ୍କ ଠାରୁ ମନୋନୟନ ପତ୍ର ଆହ୍ୱାନ କରାଯାଉଛି । କ୍ରୀଡ଼ା କ୍ଷେତ୍ରରେ ଅଜୀବନ ଉପଲବ୍ଧି, କ୍ରୀଡ଼ାରେ ଉଲ୍ଲେଖନୀୟ କୃତିତ୍ୱ ଲାଭ କରିଥିବା ବର୍ଷର ଶ୍ରେଷ୍ଠ କ୍ରୀଡ଼ାବିତ, କ୍ରୀଡ଼ା ପ୍ରଶିକ୍ଷଣ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ, କ୍ରୀଡ଼ା ପ୍ରୋସôାହନ ପାଇଁ ସର୍ବୋକ୍ରୃଷ୍ଟ ଅବଦାନ, କ୍ରୀଡ଼ା ସାମ୍ବାଦିକତା କ୍ଷେତ୍ରରେ ଉକ୍ରୃଷ୍ଟ ବର୍ଷର ଶ୍ରେଷ୍ଠ ଦିବ୍ୟାଙ୍ଗ କ୍ରୀଡ଼ାବିତ, ବର୍ଷର ଶ୍ରେଷ୍ଠ କନିଷ୍ଠ ଉଦୀୟମାନ କ୍ରୀଡ଼ାବିତ ଓ ବର୍ଷର ଶ୍ରେଷ୍ଠ କ୍ରୀଡ଼ା ବୈଷୟିକ ଅଧିକାରୀ/ସରକାରୀ କର୍ମକର୍ତ୍ତା ବର୍ଗରେ ଏହି ପୁରସ୍କାର ପ୍ରଦାନ କରାଯିବ । ଏଥି ନିମନ୍ତେ ସବିଶେଷ ମାର୍ଗ ଦର୍ଶିକା, ବିଭିନ୍ନ ବର୍ଗ ପାଇଁ ଉଦ୍ଦିଷ୍ଟ ପୁରସ୍କାର ରାଶି, ଆବେଦନ ଫର୍ମ ଇତ୍ୟାଦି କ୍ରୀଡ଼ା ଓ ଯୁବ ସେବା ବିଭାଗର ୱେବସାଇଟ ଏଚଟିଟିପି://ସ୍ପୋର୍ଟସ.ଓଡ଼ିଶା.ଜିଓଭି.ଇନ ରେ ଉପଲବ୍ଧ   । ମନୋନୟନ ପତ୍ର ଉଭୟ ଅନଲାଇନ ଓ ଅଫଲାଇନରେ ୧୬ା୬ା୨୦୨୫ ରିଖ ଅପରାହ୍ନ ୫ଘଟିକା ସୁଦ୍ଧା ଗ୍ରହଣ କରାଯିବ । ଜିଲ୍ଲାର କୃତି କ୍ରୀଡ଼ାବିତ କ୍ରୀଡ଼ା ପ୍ରଶିକ୍ଷଣ ଓ କ୍ରୀଡ଼ା ସାମ୍ବାଦିକ ଉପଯୁକ୍ତ ଦସ୍ତାବିଜ ସହ ଆବେଦନ କରିବାକୁ ଅନୁରୋଧ କରାଯାଇଛି  ।