ବ୍ରହ୍ମପୁତ୍ର ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ

ବ୍ରହ୍ମପୁତ୍ର ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ : ଦିଲ୍ଲୀର ବ୍ରହ୍ମପୁତ୍ର ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ । ସଂସଦ ଭବନରୁ ମାତ୍ର ୨୦୦ ମିଟର ଦୂରରେ ଅବସ୍ଥିତ । ଏହି  ଆପାର୍ଟମେଣ୍ଟରେ ଲୋକସଭା ଓ ରାଜ୍ୟସଭା ସାଂସଦ ରୁହନ୍ତି । ଅଗ୍ନିଶମ ବାହିନୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ଅଗ୍ନିକାଣ୍ଡର ସଠିକ୍‌ କାରଣ ଏପର୍ଯ୍ୟନ୍ତ ଜଣାପଡ଼ି ନାହିଁ ।