ଶୁଭମିତ୍ରା ହତ୍ୟାକାଣ୍ଡ ହେଲା ରେଡ୍ ଫ୍ଲାଗ : କ୍ରାଇମବ୍ରାଞ୍ଚ ଡିଜିଙ୍କ ତତ୍ତ୍ୱାବଧାନରେ ହେବ ତଦନ୍ତ
ଭୁବନେଶ୍ୱର : ଟ୍ରାଫିକ କନେଷ୍ଟବଳ ଶୁଭମିତ୍ରା ମର୍ଡର କେସର ମୁଖ୍ୟ ଅଭିଯୁକ୍ତ ଦୀପକ ରାଉତ ପାଇଁ ବଢ଼ିଲା ଅଡ଼ୁଆ । ପ୍ରଥମ ସ୍ତ୍ରୀଙ୍କର ମୃତ୍ୟୁ ଘଟଣା ଓ ଶୁଭମିତ୍ରା ମର୍ଡର କେସ ଏବେ ରେଡ୍ ଫ୍ଲାଗ ଅନ୍ତର୍ଭୁକ୍ତ ଟ୍ରାଫିକ କନେଷ୍ଟବଳ ଶୁଭମିତ୍ରା ମର୍ଡର କେସର ମୁଖ୍ୟ ଅଭିଯୁକ୍ତ ଦୀପକ ରାଉତ ପାଇଁ ବଢ଼ିଲା ଅଡ଼ୁଆ । ପ୍ରଥମ ସ୍ତ୍ରୀଙ୍କର ମୃତ୍ୟୁ ଘଟଣା ଓ ଶୁଭମିତ୍ରା ମର୍ଡର କେସ ଏବେ ରେଡ୍ ଫ୍ଲାଗ ଅନ୍ତର୍ଭୁକ୍ତ । କ୍ରାଇମବ୍ରାଞ୍ଚ ଡିଜିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ହେବ ତଦନ୍ତ । କମିଶନରେଟ ପୁଲିସକୁ ତଦନ୍ତରେ ସହାୟତା କରିବ କ୍ରାଇମବ୍ରାଞ୍ଚ ।ସୂଚନାଯୋଗ୍ୟ ଯେ, ଟ୍ରାଫିକ କନେଷ୍ଟବଳ ଶୁଭମିତ୍ରା ମର୍ଡର କେସର ମୁଖ୍ୟ ଅଭିଯୁକ୍ତ ଦୀପକ ରାଉତ ପାଇଁ ବଢ଼ିଲା ଅଡ଼ୁଆ । ପ୍ରଥମ ସ୍ତ୍ରୀଙ୍କର ମୃତ୍ୟୁ ଘଟଣା ଓ ଶୁଭମିତ୍ରା ମର୍ଡର କେସ ଏବେ ରେଡ୍ ଫ୍ଲାଗ ଅନ୍ତର୍ଭୁକ୍ତ । କ୍ରାଇମବ୍ରାଞ୍ଚ ଡିଜିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ହେବ ତଦନ୍ତ । କମିଶନରେଟ ପୁଲିସକୁ ତଦନ୍ତରେ ସହାୟତା କରିବ କ୍ରାଇମବ୍ରାଞ୍ଚ । କ୍ୟାପିଟାଲ ଥାନା ପୁଲିସ, ଖୁଣ୍ଟୁଣି ଥାନା ପୁଲିସ ଠାରୁ ମିଳିଥିବା ତଥ୍ୟ ପ୍ରମାଣର ହେବ ଖୋଳତାଡ଼ । କ୍ରାଇମବ୍ରାଞ୍ଚ ସୂତ୍ରରୁ ଏହି ସୂଚନା ମିଳିଛି । ୬ ତାରିଖରେ କନଷ୍ଟେବଳ ଶୁଭମିତ୍ରାଙ୍କ ମିସିଂ, ୧୭ ତାରିଖରେ କେନ୍ଦୁଝରରେ ଗଳିତ ମୃତଦେହ ମିଳିବା ଘଟଣା ଓ ଦୀପକଙ୍କ ପ୍ରଥମ ସ୍ତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଉଚ୍ଚ଼ସ୍ତରୀୟ ତଦନ୍ତ ହେବ । କ୍ୟାପିଟାଲ ଥାନା ପୁଲିସ, ଖୁଣ୍ଟୁଣି ଥାନା ପୁଲିସ ଠାରୁ ମିଳିଥିବା ତଥ୍ୟ ପ୍ରମାଣର ହେବ ଖୋଳତାଡ଼ । କ୍ରାଇମବ୍ରାଞ୍ଚ ସୂତ୍ରରୁ ଏହି ସୂଚନା ମିଳିଛି । ସିଏଡବ୍ଲ୍ୟୁ ଆଣ୍ଡସିଡବ୍ଲ୍ୟୁ କେସକୁ ମନିଟର କରିବ ।