ସମାଜସେବୀଙ୍କ ଶ୍ରଦ୍ଧାଞ୍ଜଳି ସଭା

 ପଟ୍ଟାମୁଣ୍ଡାଇ : ପଟ୍ଟାମୁଣ୍ଡାଇ ବ୍ଲକ  ୧୭ନ ଜୋନ ଜିଲ୍ଲାପରିଷଦ ସଦସ୍ୟ ରଞ୍ଜନ ବିଶ୍ୱାଳଙ୍କ ପିତା ସମାଜସେବୀ ମହେଶ୍ୱର ବିଶ୍ୱାଳଙ୍କ ଏକାଦଶାହ ଅବସରରେ  ସୁଜନପୁର ଠାରେ ଯୁବନେତା ରଞ୍ଜନ ବିଶ୍ୱାଳଙ୍କ ପୌରହିତ୍ୟ ଓ  ଧୃବ ଅନ୍ନପୂର୍ଣ୍ଣା ସେବା  ପରିଷଦ ସଭାପତି ନଳିନୀକାନ୍ତ ସ୍ୱାଇଁଙ୍କ ସଂଯୋଜନାରେ ଏକ ଶ୍ରଦ୍ଧାଞ୍ଜଳି ସଭା ଆୟୋଜିତ ହୋଇଯାଇଛି  । ଏଥିରେ କେନ୍ଦ୍ରାପଡ଼ାର ବିଧାୟକ ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା, ରାଜନଗର ବିଧାୟକ ଧୁବ ସାହୁ, ପୂର୍ବତନ ବିଧାୟକ କିଶୋର ତରାଇ, ଅଂଶୁମାନ ମହାନ୍ତି କେନ୍ଦ୍ରାପଡ଼ା ଜିଲ୍ଲା ପରିଷଦ ଅଧକ୍ଷା ଲିଳିତା ଦାସ ଉପାଧକ୍ଷ ଭୀଷ୍ମ ମହାନ୍ତି, ପ୍ରଦୁ୍ୟମ୍ନ ସାମନ୍ତରାୟ, ଜୟନ୍ତୀ ସ୍ୱାଇଁ, ଅରୁଣ ସାହୁ, ରାଜେଶ ପଣ୍ଡା, ଅମ୍ବଲ୍ୟ ପ୍ରଧାନ, ରତି ଲେଙ୍କା, ଅଶୋକ ଧଳ, ପ୍ରମୁଖ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ  ।