ସମ୍ଭାବ୍ୟ ବାତ୍ୟାକୁ ନେଇ ଏମକେସିଜି ମେଡିକାଲର ସମସ୍ତ ଡାକ୍ତର ଓ କର୍ମଚାରୀଙ୍କ ଛୁଟି ବାତିଲ୍
ଗଞ୍ଜାମ- ସମ୍ଭାବ୍ୟ ବାତ୍ୟା ଦାନାକୁ ନେଇ ବ୍ରହ୍ମପୁର ସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମକେସିଜି) ମେଡିକାଲ କଲେଜ ଓ ହସ୍ପିଟାଲର ସମସ୍ତ ଡାକ୍ତର, ଅଧିକାରୀ ଏବଂ କର୍ମଚାରୀଙ୍କ ଛୁଟି ବାତିଲ୍ କରିଛନ୍ତି କର୍ତୃପକ୍ଷ । ସମସ୍ତେ ଏହି ସମୟରେ ମେଡିକାଲରେ ଉପସ୍ଥିତ ରହିବାକୁ ନିଦେ୍ର୍ଦଶ ଦିଆଯାଇଛି ।