୪ ବ୍ଲକରେ ସ୍କୁଲ ଛୁଟି ଘୋଷଣା

୪ ବ୍ଲକରେ ସ୍କୁଲ ଛୁଟି ଘୋଷଣା

ଭଦ୍ରକ : ଭଦ୍ରକ ଜିଲାର ୪ ବ୍ଲକରେ ଆଜି ଅର୍ଥାତ୍‌ ବୁଧବାର ସ୍କୁଲ ଛୁଟି ଘୋଷଣା କରାଯାଇଛି। ଜିଲାର ତିହିଡ଼ି, ଧାମନଗର, ବାସୁଦେବପୁର, ଚାନ୍ଦବାଲି ବ୍ଲକରେ ସମସ୍ତ ସ୍କୁଲ ଆଜି ଦିନକ ପାଇଁ ଛୁଟି ଘୋଷଣା କରାଯାଇଛି। ଲଗାଣ ବର୍ଷା ପାଇଁ ଏହି ଛୁଟି ଘୋଷଣା କରାଯାଇଛି।