୫ ଅଭିଯୋଗର ସମାଧାନ ନିଦେ୍ର୍ଦଶ

 କଟକ  : କଟକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆଜି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ  ଅଧ୍ୟକ୍ଷତାରେ ଏହି ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା  । ଏଥିରେ ସମୁଦାୟ ୫୪ଟି ଅଭିଯୋଗ ହସ୍ତଗତ ହୋଇଥିଲା  । ଶୁଣାଣି ଶିବିରରେ ୫ଟି ଅଭିଯୋଗର ତ୍ୱରିତ ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଏଥି ସହ ପାନୀୟଜଳ, ବାର୍ଦ୍ଧକ୍ୟ ଭତ୍ତା, ଭିନ୍ନକ୍ଷମ ଭତ୍ତା, ସ୍ୱାସ୍ଥ୍ୟ, ଶିକ୍ଷା, କୃଷି ଓ ପ୍ରାଣୀ ସଂପଦ ଅଭିଯୋଗର ଶୁଣାଣି ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ନିଦେ୍ର୍ଦଶ ଦେଇଥିଲେ  ।